୪
୧ ✡ ୪:୧ ଏପିସିୟ ୬:୯ଏ ସାଉକାର୍ମନ୍, ତମର୍ ଦାଙ୍ଗ୍ଡାମନ୍କେ ଜତନ୍ କରା ଆରି ସେମନ୍କେ ସବୁକେ କାଇ ଅନିଆଇ ନ କରି ଚଲାଚଲ୍ତି କରା । କାଇକେବଇଲେ ସର୍ଗେ ମିସା ତମର୍ ପାଇ ଗଟେକ୍ ସାଉକାର୍ ଆଚେ ବଲି ଏତାଆ ।
ବିନ୍ ବିନ୍ ବିସଇର୍ ଆଦେସ୍ ଦେବାଟା
୨ ପାର୍ତନା କରିଲାଗିରୁଆ । ଆରି ଜାଗ୍ରତ୍ ଅଇରୁଆ । ପର୍ମେସର୍କେ ସବୁବେଲେ ଦନିଅବାଦ୍ ଦେଇତେରୁଆ । ୩ ଆମର୍ ପାଇ ମିସା ପାର୍ତନା କରା । ଜେନ୍ତିକି କିରିସ୍ଟର୍ ବିସଇଟାନେ ରଇବା ଏ ସୁବ୍କବର୍ ଆମେ ସବୁଲକ୍କେ ଜାନାଇପାର୍ବୁ । ଏ ସୁବ୍ କବର୍ ସେମନ୍ ଆଗ୍ତୁ ନାଜାନିରଇଲାଇ । ଏ ସୁବ୍କବର୍ ଜାନାଇଲାର୍ପାଇ ମୁଇ ଏବେ ବନ୍ଦିଗରେ ଆଚି । ୪ ଜେନ୍ତିକି ମୁଇ ଜେତ୍କି ଲକ୍କେ ଏ ସୁବ୍କବର୍ ନିକସଙ୍ଗ୍ ଜାନାଇବି, ସେଟାର୍ପାଇ ପାର୍ତନା କରା ।
୫ ✡ ୪:୫ ଏପିସିୟ ୫:୧୬ମାପ୍ରୁ ଜିସୁକିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନର୍ତେଇ ଜାଗ୍ରତ୍ ସଙ୍ଗ୍ ଚଲାଚଲ୍ତି କରା । ତମେ ମିଲାଇରଇବା ସବୁ ବେଲା ବୁଦିର୍ ସଙ୍ଗ୍ କରା । ୬ ସେମନ୍କେ ସନ୍ମାନ୍ ଦେଇ କାତା ଉଆ । ଜେନ୍ତିକି ତମେ କଇବା ବିସଇ ସେମନ୍ ମନ୍କର୍ବାଇ । ତେବେ ତମେ ବିସ୍ବାସ୍ କର୍ବା ବିସଇଟାନେ କାଇଆଲେ କାତା ଉଟ୍ଲେ, ତମେ ଉତର୍ ଦେଇପାର୍ସା ।
ସାରାସାରିର୍ କାତା
୭ ✡ ୪:୭ ପେରିତ୍ ୨୦:୪; ୨ୟ ତିମତି ୪:୧୨✡ ୪:୭ ଏପିସିୟ ୬:୨୧,୨୨ତୁକିକ କଲସିଅ ଆଇଲାବେଲେ ମକେ କାଇକାଇଟା ଗଟ୍ଲାନି ବଲି ତମ୍କେ କଇଦେଇସି । ସେ, ମୁଇ ବେସି ଆଲାଦ୍ କର୍ବା ଗଟେକ୍ ବିସ୍ବାସି ବାଇ । ସେ ବିସ୍ବାସ୍ ସଙ୍ଗ୍ କାମ୍ କର୍ସି ଆରି ମର୍ ସଙ୍ଗ୍ ମାପ୍ରୁକେ ସେବା କର୍ସି । ୮ ଆମ୍କେ କାଇଟା ଗଟ୍ଲାନି ବଲି ତାର୍ଟାନେଅନି ଜାନ୍ସା । ଆରି ସେ ତମ୍କେ ବିସ୍ବାସ୍ କରାଇବାଟା ଡାଟ୍ କରାଇସି । ଏଟାର୍ପାଇ ତାକେ ତମର୍ଟାନେ ପାଟାଇଲିନି । ୯ ✡ ୪:୯ ପିଲିମନ୍ ୧:୧୦-୧୨ଅନିସିମ୍କେ ତାର୍ସଙ୍ଗ୍ ପାଟାଇଲିନି । ସେ ଆମର୍ ଆଲାଦର୍ ବେସି ବିସ୍ବାସ୍ ରଇବା ବାଇ । ସେ ତମର୍ ନଅରର୍ ଲକ୍ । ଇତି ଗଟ୍ବା ସବୁ ବିସଇ ସେମନ୍ ତମ୍କେ ଜାନାଇବାଇ ।
୧୦ ✡ ୪:୧୦ ପେରିତ୍ ୧୯:୨୯;୨୭:୨; ପିଲିମନ୍ ୧:୨୪; ପେରିତ୍ ୧୨:୧୨,୨୫;୧୩:୧୩;୧୫:୩୭-୩୯ଆରିସ୍ତାକସ୍ ତାର୍ ଜୁଆର୍ ଜାନାଇଲାନି । ସେ ମର୍ ସଙ୍ଗ୍ ବନ୍ଦିଗରେ ଆଚେ । ବର୍ନବାର୍ ମେଏନାବାଇ ମାର୍କ ମିସା ଜୁଆର୍ ଜାନାଇଲାନି । ମାର୍କର୍ ବିସଇ ତମେ ସୁନିସାରାଇ ଆଚାସ୍ । ସେ ତମର୍ ଲଗେ ଆଇଲେ ତାକେ ଡାକି ନିଆ । ୧୧ ଜୁସ୍ତ ନାଉଁଦାରି ଡାକ୍ପୁଟା ଅଇଲା ଜିୟସୁୟ ମିସା ତମ୍କେ ଜୁଆର୍ ଜାନାଇଲାନି । ଏ ତିନ୍ ଲକ୍ସେ ଇତି ରଇବା ଜିଉଦି ବିସ୍ବାସିମନ୍ । ପର୍ମେସରର୍ ରାଇଜ୍ ବିସଇତେଇ ରଇବା ସୁବ୍କବର୍ ଜାନାଇବାକେ ସେମନ୍ ମର୍ ସଙ୍ଗ୍ କାମ୍ କଲାଇନି । ସେମନ୍ ମକେ ବେସି ସାର୍ଦା କରାଇଆଚତ୍ ।
୧୨ ✡ ୪:୧୨ କଲସିଅ ୧:୭; ପିଲିମନ୍ ୧:୨୩ଏପାପ୍ରା ତାର୍ ଜୁଆର୍ ଜାନାଇଲାନି । ସେ ମିସା ତମର୍ ନଅରର୍ ଲକ୍ । ସେ ମିସା ଗଟେକ୍ ଜିସୁକିରିସ୍ଟର୍ ଗତିଦାଙ୍ଗ୍ଡା । ସେ ତମର୍ପାଇ ସବୁବେଲେ ମନ୍ଦିଆନ୍ ଦେଇ ପାର୍ତନା କରିଲାଗିରଇସି । ଜେନ୍ତିକି ତମେ ଡାଟ୍ ଅଇ ସିଦ୍ ଅଇସା ଆରି ପର୍ମେସର୍ ତମ୍କେ କରା ବଲି ମନ୍କଲାଟା ଜାନିରଇସା । ୧୩ ଏରାପଲି ଆରି ଲାଉଦିକିଆଇ ରଇବା ବିସ୍ବାସିମନର୍ପାଇ ଆରି ତମର୍ପାଇ ମିସା ସେ ଆବଡ୍ ଅଇଲାନି ବଲି ମୁଇ ସାକି ଦେଲିନି । ୧୪ ✡ ୪:୧୪ ୨ୟ ତିମତି ୪:୧୧; ପିଲିମନ୍ ୧:୨୪; ୨ୟ ତିମତି ୪:୧୦; ପିଲିମନ୍ ୧:୨୪ଆମର୍ ଆଲାଦର୍ ନିଜେ ଅସଦେଉ ଲୁକ ଆରି ଦିମା ତମ୍କେ ଜୁଆର୍ ଜାନାଇଲାଇନି ।
୧୫ ଲାଉଦିକିଆତେଇ ରଇବା ବାଇବଇନିମନ୍କେ, ମର୍ ଜୁଆର୍ ଜାନାଇଦିଆସ୍ । ବଇନି ନୁମ୍ପାକେ ଆରି ତାର୍ ଗରେ ରୁଣ୍ଡ୍ବା ସବୁ ବିସ୍ବାସିମନ୍କେ ମିସା ମର୍ ଜୁଆର୍ ଜାନାଆ । ୧୬ ତମେ ଏ ଚିଟିତେଇ ଲେକ୍ଲାଟା ସୁନିସାରାଇଲାପଚେ ଲାଉଦିକିଆଇ ରଇବା ବାଇବଇନିମନ୍କେ ମିସା ସୁନାଇଦେବାର୍ଆଚେ ଆକା । ୧୭ ✡ ୪:୧୭ ପିଲିମନ୍ ୧:୨“ମାପ୍ରୁ ତକେ ସର୍ପିଦେଲା କାମ୍ ତୁଇ କରିସାରାଇବାର୍ ଆଚେ ଆକା” ବଲି ଆର୍କିପସ୍କେ କୁଆ ।
୧୮ ମୁଇ ପାଉଲ୍ ଏଟା ନିଜେ ଲେକ୍ଲିନି, “ଜୁଆର୍ ! ମୁଇ ବନ୍ଦିଗରେ ଆଚିବଲି ଏତାଆ ।” ପର୍ମେସରର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତମର୍ ସଙ୍ଗ୍ ରଅ ।
✡୪:୧ ୪:୧ ଏପିସିୟ ୬:୯
✡୪:୫ ୪:୫ ଏପିସିୟ ୫:୧୬
✡୪:୭ ୪:୭ ପେରିତ୍ ୨୦:୪; ୨ୟ ତିମତି ୪:୧୨
✡୪:୭ ୪:୭ ଏପିସିୟ ୬:୨୧,୨୨
✡୪:୯ ୪:୯ ପିଲିମନ୍ ୧:୧୦-୧୨
✡୪:୧୦ ୪:୧୦ ପେରିତ୍ ୧୯:୨୯;୨୭:୨; ପିଲିମନ୍ ୧:୨୪; ପେରିତ୍ ୧୨:୧୨,୨୫;୧୩:୧୩;୧୫:୩୭-୩୯
✡୪:୧୨ ୪:୧୨ କଲସିଅ ୧:୭; ପିଲିମନ୍ ୧:୨୩
✡୪:୧୪ ୪:୧୪ ୨ୟ ତିମତି ୪:୧୧; ପିଲିମନ୍ ୧:୨୪; ୨ୟ ତିମତି ୪:୧୦; ପିଲିମନ୍ ୧:୨୪
✡୪:୧୭ ୪:୧୭ ପିଲିମନ୍ ୧:୨